ଓଡ଼ିଶା

ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଗୋବର୍ଦ୍ଧନ ମଠ ପରିଦର୍ଶନ କରି ପୂଜ୍ୟପାଦ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ତାଙ୍କର ଆଶୀର୍ବାଦ…